Online Bible

- Reklamy -

1 ଶାମୁୟେଲ 25:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆମ୍ଭେ ଶୁଣିଲୁ, ତୁମ୍ଭର ଲୋମଛେଦକମାନେ ଅଛନ୍ତି; ତୁମ୍ଭର ମେଷପାଳକମାନେ ଏବେ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଆମ୍ଭେମାନେ ସେମାନଙ୍କର କୌଣସି ଅପକାର କରି ନାହୁଁ, କିଅବା କର୍ମିଲରେ ଥିବା ସମୟଯାକ ସେମାନଙ୍କର କିଛି ହଜି ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଆମ୍ଭେ ଶୁଣିଲୁ, ତୁମ୍ଭର ଲୋମଛେଦକମାନେ ଅଛନ୍ତି; ତୁମ୍ଭର ମେଷପାଳକମାନେ ଏବେ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଆମ୍ଭେମାନେ ସେମାନଙ୍କର କୌଣସି ଅପକାର କରି ନାହୁଁ, କିଅବା କର୍ମିଲରେ ଥିବା ସମୟଯାକ ସେମାନଙ୍କର କିଛି ହଜି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

ପବିତ୍ର ବାଇବଲ

7 ମୁଁ ଶୁଣିଲି ତୁମ୍ଭର ମେଷପାଳକମାନେ ମେଷମାନଙ୍କର ଲୋମ କାଟୁଛନ୍ତି। କିଛି ସମୟ ପାଇଁ ତୁମ୍ଭର ମେଷପାଳକମାନେ ଆମ୍ଭ ସହିତ ଥିଲେ। ଆମ୍ଭେମାନେ ସେମାନଙ୍କର କୌଣସି କ୍ଷତି କରି ନାହୁଁ କି କର୍ମିଲରେ ଥିବା ସମୟରେ ସେମାନଙ୍କର କିଛି ହଜି ନାହିଁ।

Viz kapitola kopírovat

1 ଶାମୁୟେଲ 25:7

Následuj nás:

Reklamy

Reklamy