1 ଶାମୁୟେଲ 26:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏହେତୁ ଏବେ ସଦାପ୍ରଭୁଙ୍କ ଛାମୁରୁ ଦୂରରେ ମୋହର ରକ୍ତ ଭୂମିରେ ପତିତ ନ ହେଉ। କାରଣ ଯେପରି କେହି ପର୍ବତରେ ତିତ୍ତିର ପକ୍ଷୀ ପଛେ ମୃଗୟା କରେ, ସେପରି ଇସ୍ରାଏଲର ରାଜା ଗୋଟିଏ ଡାଉଁଶର ଅନ୍ୱେଷଣରେ ବାହାର ହୋଇ ଆସିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏହେତୁ ଏବେ ସଦାପ୍ରଭୁଙ୍କ ଛାମୁରୁ ଦୂରରେ ମୋହର ରକ୍ତ ଭୂମିରେ ପତିତ ନ ହେଉ। କାରଣ ଯେପରି କେହି ପର୍ବତରେ ତିତ୍ତିରି ପକ୍ଷୀ ପଛେ ମୃଗୟା କରେ, ସେପରି ଇସ୍ରାଏଲର ରାଜା ଗୋଟିଏ ପଶୁର ଅନ୍ଵେଷଣରେ ବାହାର ହୋଇ ଆସିଅଛନ୍ତି। Viz kapitolaଓଡିଆ ବାଇବେଲ20 ଏହେତୁ ଏବେ ସଦାପ୍ରଭୁଙ୍କ ଛାମୁରୁ ଦୂରରେ ମୋହର ରକ୍ତ ଭୂମିରେ ପତିତ ନ ହେଉ। କାରଣ ଯେପରି କେହି ପର୍ବତରେ ତିତ୍ତିର ପକ୍ଷୀ ପଛେ ମୃଗୟା କରେ, ସେପରି ଇସ୍ରାଏଲର ରାଜା ଗୋଟିଏ ଡାଉଁଶର ଅନ୍ୱେଷଣରେ ବାହାର ହୋଇ ଆସିଅଛନ୍ତି। Viz kapitolaପବିତ୍ର ବାଇବଲ20 ବର୍ତ୍ତମାନ ତୁମ୍ଭେ ମୋତେ ସଦାପ୍ରଭୁଙ୍କଠାରୁ ଦୂରରେ ମରିବାକୁ ଦିଅ ନାହିଁ। ଇସ୍ରାଏଲର ରାଜା ଗୋଟିଏ ଡାଆଁଶର ଅନ୍ୱେଷଣରେ କିମ୍ବା ପର୍ବତରେ ଏକ ତିତ୍ତିରି ପକ୍ଷୀ ଶିକାର କରିବା ଉଦ୍ଦେଶ୍ୟରେ ବାହାରି ଆସିଛନ୍ତି।” Viz kapitola |