1 ଶାମୁୟେଲ 26:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିରେ ଶାଉଲ କହିଲେ, “ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏଥିରେ ଶାଉଲ କହିଲେ, ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି। Viz kapitolaଓଡିଆ ବାଇବେଲ21 ଏଥିରେ ଶାଉଲ କହିଲେ, ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି। Viz kapitolaପବିତ୍ର ବାଇବଲ21 ତା'ପରେ ଶାଉଲ କହିଲେ, “ମୁଁ ପାପ କଲି, ହେ ମୋର ପୁତ୍ର ଦାଉଦ ଫେରି ଆସ। ମୁଁ ତୁମ୍ଭକୁ ଆଉ ଆଘାତ କରିବାକୁ ଚେଷ୍ଟା କରିବି ନାହିଁ। ଆଜି ମୋର ଜୀବନ ତୁମ୍ଭ ନିକଟରେ ବହୁମୂଲ୍ୟ ହେଲା। ମୁଁ ମୁର୍ଖତାର କର୍ମ କରିଅଛି ଓ ଅତିଶୟ ଭୁଲ୍ କରିଅଛି।” Viz kapitola |