1 ଶାମୁୟେଲ 26:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, “ପରମେଶ୍ୱର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, ପରମେଶ୍ଵର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ। Viz kapitolaଓଡିଆ ବାଇବେଲ8 ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, ପରମେଶ୍ୱର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ। Viz kapitolaପବିତ୍ର ବାଇବଲ8 ଅବୀଶୟ ଦାଉଦଙ୍କୁ କହିଲା, “ଆଜି ପରମେଶ୍ୱର ତୁମ୍ଭକୁ ତୁମ୍ଭ ଶତ୍ରୁକୁ ପରାସ୍ତ କରିବାର ସୁଯୋଗ ଦେଇଛନ୍ତି। ତେଣୁ ଏହି ବର୍ଚ୍ଛାରେ ତାକୁ ଭୂମିରେ ବଧ କରିବାକୁ ଅନୁମତି ଦିଅ। ମୁଁ ତାକୁ ଏକାଥରେ ହତ୍ୟା କରିବି।” Viz kapitola |