1 ଶାମୁୟେଲ 27:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହେତୁ ଆଖୀଶ୍ ଦାଉଦଙ୍କୁ ବିଶ୍ୱାସ କରି କହିଲା, “ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏହେତୁ ଆଖୀଶ୍ ଦାଉଦଙ୍କୁ ବିଶ୍ଵାସ କରି କହିଲା, ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତା; ଦୁର୍ଗନ୍ଧ ସ୍ଵରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ। Viz kapitolaଓଡିଆ ବାଇବେଲ12 ଏହେତୁ ଆଖୀଶ୍ ଦାଉଦଙ୍କୁ ବିଶ୍ୱାସ କରି କହିଲା, ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ। Viz kapitolaପବିତ୍ର ବାଇବଲ12 ଆଖୀଶ୍ ଦାଉଦଙ୍କୁ ବିଶ୍ୱାସ କରି ନିଜକୁ ନିଜେ କହିଲା, “ବର୍ତ୍ତମାନ ଦାଉଦର ନିଜର ଲୋକମାନେ ତାଙ୍କୁ ଘୃଣା କରିବା ଆରମ୍ଭ କଲେଣି, ଇସ୍ରାଏଲୀୟମାନେ ଦାଉଦଙ୍କୁ ବହୁତ ଘୃଣା କରୁଛନ୍ତି ଏବଂ ବର୍ତ୍ତମାନ ଦାଉଦ ମୋର ଦାସ ହୋଇ ଚିରଦିନ ରହିବ।” Viz kapitola |