Online Bible

- Reklamy -




1 ଶାମୁୟେଲ 27:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍‍ ନିକଟରେ ଗାଥ୍‍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ।

Viz kapitola kopírovat

ଓଡିଆ ବାଇବେଲ

3 ପୁଣି, ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍‍ ନିକଟରେ ଗାଥ୍‍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ।

Viz kapitola kopírovat

ପବିତ୍ର ବାଇବଲ

3 ଦାଉଦ ଏବଂ ତାଙ୍କର ଲୋକମାନେ ଏବଂ ସେମାନଙ୍କର ପରିବାରମାନଙ୍କ ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ। ଦାଉଦଙ୍କ ସହିତ ତାଙ୍କର ଦୁଇଜଣ ସ୍ତ୍ରୀ ବାସ କଲେ। ସେମାନେ ହେଲେ ଯିଷ୍ରିୟେଲୀରୁ ଅହୀନୋୟମ ଓ କର୍ମିଲର ଅବୀଗଲ। ଅବୀଗଲ ନାବଲର ବିଧବା ଥିଲା।

Viz kapitola kopírovat




1 ଶାମୁୟେଲ 27:3

Následuj nás:

Reklamy


Reklamy