1 ଶାମୁୟେଲ 27:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ଦାଉଦ ଆଖୀଶ୍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ?” Viz kapitolaପବିତ୍ର ବାଇବଲ (Re-edited) - (BSI)5 ଅନନ୍ତର ଦାଉଦ ଆଖୀଶ୍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ? Viz kapitolaଓଡିଆ ବାଇବେଲ5 ଏଥିଉତ୍ତାରେ ଦାଉଦ ଆଖୀଶ୍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ ? Viz kapitolaପବିତ୍ର ବାଇବଲ5 ଦାଉଦ ଆଖୀଶ୍କୁ କହିଲେ, “ଯଦି ତୁମ୍ଭେ ମୋ’ ପ୍ରତି ଖୁସୀ ତେବେ ମୋତେ ତୁମ୍ଭ ସହରରେ ଏକ ସ୍ଥାନ ଦିଅ। ମୁଁ କେବଳ ତୁମ୍ଭର ଦାସ ଓ ମୁଁ ସେଠାରେ ବାସ କରିବି, କିନ୍ତୁ ତୁମ୍ଭ ସହିତ ଏ ରାଜକୀୟ ସହରରେ ନୁହଁ।” Viz kapitola |