1 ଶାମୁୟେଲ 28:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ଡ ବର୍ତ୍ତିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ତ ବର୍ତ୍ତିବ ନାହିଁ। Viz kapitolaଓଡିଆ ବାଇବେଲ10 ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ଡ ବର୍ତ୍ତିବ ନାହିଁ। Viz kapitolaପବିତ୍ର ବାଇବଲ10 ଶାଉଲ ସଦାପ୍ରଭୁଙ୍କର ନାମ ନେଇ ପ୍ରତିଜ୍ଞା କରି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ପାଇଁ ତୁମ୍ଭକୁ କୌଣସି ଦଣ୍ତ ମିଳିବ ନାହିଁ।” Viz kapitola |