1 ଶାମୁୟେଲ 28:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିରେ ଶାଉଲ ତାହାକୁ ପଚାରିଲେ, “ତାହାର ରୂପ କି ପ୍ରକାର?” ସେ କହିଲା, “ଜଣେ ବୃଦ୍ଧ ଲୋକ ଉଠି ଆସୁଅଛି; ସେ ଚୋଗାରେ ଆଚ୍ଛନ୍ନ!” ତହୁଁ ଶାଉଲ ଜାଣିଲେ ଯେ, ସେ ଶାମୁୟେଲ, ଏଣୁ ସେ ଭୂମିଷ୍ଠ ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏଥିରେ ଶାଉଲ ତାହାକୁ ପଚାରିଲେ, ତାହାର ରୂପ କି ପ୍ରକାର? ସେ କହିଲା, ଜଣେ ବୃଦ୍ଧ ଲୋକ ଉଠି ଆସୁଅଛି; ସେ ଚୋଗାରେ ଆଚ୍ଛନ୍ନ ! ତହୁଁ ଶାଉଲ ଜାଣିଲେ ଯେ, ସେ ଶାମୁୟେଲ, ଏଣୁ ସେ ଭୂମିଷ୍ଠ ପ୍ରଣାମ କଲେ। Viz kapitolaଓଡିଆ ବାଇବେଲ14 ଏଥିରେ ଶାଉଲ ତାହାକୁ ପଚାରିଲେ, ତାହାର ରୂପ କି ପ୍ରକାର ? ସେ କହିଲା, ଜଣେ ବୃଦ୍ଧ ଲୋକ ଉଠି ଆସୁଅଛି; ସେ ଚୋଗାରେ ଆଚ୍ଛନ୍ନ ! ତହୁଁ ଶାଉଲ ଜାଣିଲେ ଯେ, ସେ ଶାମୁୟେଲ, ଏଣୁ ସେ ଭୂମିଷ୍ଠ ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ14 ଶାଉଲ ତାଙ୍କୁ ପଗ୍ଭରିଲେ, “ସେ କିପରି ଦେଖିବାକୁ!” ସେ ସ୍ତ୍ରୀଲୋକ ଜଣକ ଉତ୍ତର ଦେଲା, “ସେ ଜଣେ ବୃଦ୍ଧଙ୍କ ପରି ଦେଖା ଯାଉଛି ଓ ସେ ରାଜକୀୟ ପୋଷାକ ପିନ୍ଧିଛନ୍ତି।” ତେଣୁ ଶାଉଲ ଜାଣିଲେ ଏ ହେଉଛନ୍ତି ଶାମୁୟେଲ, ତେଣୁ ସେ ଶାମୁୟେଲଙ୍କୁ ଭୂମିଷ୍ଟ ପ୍ରଣାମ କଲେ। Viz kapitola |