1 ଶାମୁୟେଲ 28:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଦାଉଦ ଆଖୀଶ୍କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ।” ତେଣୁ ଆଖୀଶ୍ ଦାଉଦଙ୍କୁ କହିଲା, “ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଦାଉଦ ଆଖୀଶ୍କୁ କହିଲେ, ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ। ତେଣୁ ଆଖୀଶ୍ ଦାଉଦଙ୍କୁ କହିଲା, ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି। Viz kapitolaଓଡିଆ ବାଇବେଲ2 ତହିଁରେ ଦାଉଦ ଆଖୀଶ୍କୁ କହିଲେ, ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ। ତେଣୁ ଆଖୀଶ୍ ଦାଉଦଙ୍କୁ କହିଲା, ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି। Viz kapitolaପବିତ୍ର ବାଇବଲ2 ଦାଉଦ ଆଖୀଶ୍କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କ’ଣ କରିବ ଆପଣ ଜାଣିବେ।” ତେଣୁ ଆଖୀଶ୍ ଦାଉଦଙ୍କୁ କହିଲା, “ଠିକ୍ ଅଛି, ମୁଁ ତୁମ୍ଭକୁ ଜୀବନସାରା ମୋର ଦେହରକ୍ଷୀ ସ୍ୱରୂପେ ନିଯୁକ୍ତ କରିବି।” Viz kapitola |