1 ଶାମୁୟେଲ 28:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିରେ ସେ ସ୍ତ୍ରୀ ଶାଉଲଙ୍କ ନିକଟକୁ ଆସି ତାଙ୍କୁ ଅତିଶୟ ବିହ୍ୱଳ ଦେଖି କହିଲା, “ଦେଖନ୍ତୁ, ଆପଣଙ୍କ ଦାସୀ ଆପଣଙ୍କ ରବ ଶୁଣିଅଛି ଓ ମୁଁ ମୋʼ ପ୍ରାଣ ଆପଣା ହାତରେ ଧରି ଯାହା ଆପଣ ମୋତେ କହିଲେ, ଆପଣଙ୍କ ସେହି କଥା ମୁଁ ଶୁଣିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏଥିରେ ସେ ସ୍ତ୍ରୀ ଶାଉଲଙ୍କ ନିକଟକୁ ଆସି ତାଙ୍କୁ ଅତିଶୟ ବିହ୍ଵଳ ଦେଖି କହିଲା, ଦେଖନ୍ତୁ, ଆପଣଙ୍କ ଦାସୀ ଆପଣଙ୍କ ରବ ଶୁଣିଅଛି ଓ ମୁଁ ମୋʼ ପ୍ରାଣ ଆପଣା ହାତରେ ଧରି ଯାହା ଆପଣ ମୋତେ କହିଲେ, ଆପଣଙ୍କ ସେହି କଥା ମୁଁ ଶୁଣିଲି। Viz kapitolaଓଡିଆ ବାଇବେଲ21 ଏଥିରେ ସେ ସ୍ତ୍ରୀ ଶାଉଲଙ୍କ ନିକଟକୁ ଆସି ତାଙ୍କୁ ଅତିଶୟ ବିହ୍ୱଳ ଦେଖି କହିଲା, ଦେଖନ୍ତୁ, ଆପଣଙ୍କ ଦାସୀ ଆପଣଙ୍କ ରବ ଶୁଣିଅଛି ଓ ମୁଁ ମୋ’ ପ୍ରାଣ ଆପଣା ହାତରେ ଧରି ଯାହା ଆପଣ ମୋତେ କହିଲେ, ଆପଣଙ୍କ ସେହି କଥା ମୁଁ ଶୁଣିଲି। Viz kapitolaପବିତ୍ର ବାଇବଲ21 ସେହି ସ୍ତ୍ରୀଲୋକଟି ଶାଉଲଙ୍କ ନିକଟକୁ ଆସି ଦେଖିଲା ଯେ, ସେ ଅତି ଭୟଭୀତ ଥିଲା। ସେ କହିଲା, “ଦେଖ, ମୁଁ ତୁମ୍ଭର ଦାସୀ ମୁଁ ତୁମ୍ଭକୁ ସମ୍ମାନ କରୁଛି। ମୁଁ ମୋର ଜୀବନକୁ ସଙ୍କଟାପୂର୍ଣ୍ଣ କରି ତୁମ୍ଭେ ଯାହା କହିଲ, ମୁଁ ତାହା କଲି। Viz kapitola |