1 ଶାମୁୟେଲ 28:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ। Viz kapitolaଓଡିଆ ବାଇବେଲ22 ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ। Viz kapitolaପବିତ୍ର ବାଇବଲ22 ଦୟା ପୂର୍ବକ ମୋ’ କଥା ଟିକେ ଶୁଣନ୍ତୁ। ଆପଣଙ୍କୁ କିଛି ଖାଦ୍ୟ ଦେବା ପାଇଁ ଅନୁମତି ଲୋଡ଼ୁଛି। ଆପଣ ନିଶ୍ଚିତ ଖାଇବେ, ତା'ପରେ ଆପଣ ଶକ୍ତି ପାଇ ଆପଣା ବାଟରେ ଗ୍ଭଲିଯିବେ।” Viz kapitola |