Online Bible

- Reklamy -




1 ଶାମୁୟେଲ 28:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମାତ୍ର ସେ ଅସମ୍ମତ ହୋଇ କହିଲେ, “ମୁଁ ଭୋଜନ କରିବି ନାହିଁ।” ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ। ପୁଣି, ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ମାତ୍ର ସେ ଅସମ୍ମତ ହୋଇ କହିଲେ, ମୁଁ ଭୋଜନ କରିବି ନାହିଁ। ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ। ପୁଣି ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ।

Viz kapitola kopírovat

ଓଡିଆ ବାଇବେଲ

23 ମାତ୍ର ସେ ଅସମ୍ମତ ହୋଇ କହିଲେ, ମୁଁ ଭୋଜନ କରିବି ନାହିଁ। ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ। ପୁଣି, ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ।

Viz kapitola kopírovat

ପବିତ୍ର ବାଇବଲ

23 କିନ୍ତୁ ସେ କହିଲେ, ଶାଉଲ ମନା କଲେ, “ମୁଁ କିଛି ଖାଇବି ନାହିଁ।” ଶାଉଲର ଦାସମାନେ ଓ ସେହି ସ୍ତ୍ରୀଲୋକଟି ସହ ମିଶି ତାଙ୍କୁ କିଛି ଖାଇବା ପାଇଁ ପ୍ରସ୍ତୁତ କଲେ। ଶେଷରେ ଶାଉଲ ସେମାନଙ୍କର କଥା ରକ୍ଷା କଲେ ଓ ଭୂମିରୁ ଉଠିଲେ ଓ ବସିଲେ।

Viz kapitola kopírovat




1 ଶାମୁୟେଲ 28:23

Následuj nás:

Reklamy


Reklamy