1 ଶାମୁୟେଲ 28:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ। Viz kapitolaଓଡିଆ ବାଇବେଲ3 ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ। Viz kapitolaପବିତ୍ର ବାଇବଲ3 ଶାମୁୟେଲ ମରି ଯାଇଥିଲେ, ସମସ୍ତ ଇସ୍ରାଏଲୀୟବାସୀ ଶାମୁୟେଲଙ୍କର ମୃତ୍ୟୁ ପ୍ରତି ଦୁଃଖର ସହ ସମବେଦନା ଜଣାଇ ଶୋକ କରି ତାଙ୍କର ନିଜ ସ୍ଥାନ ରାମାଠାରେ କବର ଦେଇଥିଲେ। ଶାଉଲ ଭୂତୁଡ଼ିୟା ଓ ଗୁଣିଆମାନଙ୍କୁ ଦେଶରୁ ବିତାଡ଼ିତ କରି ଦେଇଥିଲେ। Viz kapitola |