1 ଶାମୁୟେଲ 29:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରି ଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟ-ମାନେ ଯିଷ୍ରିୟେଲକୁ ଗମନ କଲେ। Viz kapitolaଓଡିଆ ବାଇବେଲ11 ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରି ଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ। Viz kapitolaପବିତ୍ର ବାଇବଲ11 ଦାଉଦ ଏବଂ ତାଙ୍କର ଲୋକମାନେ ପ୍ରତ୍ୟୁଷରୁ ଉଠି ପଲେଷ୍ଟୀୟ ଦେଶକୁ ଫେରିଗଲେ ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ। Viz kapitola |