1 ଶାମୁୟେଲ 29:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, “ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି?” ତହୁଁ ଆଖୀଶ୍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, “ଏ କʼଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋʼ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି? ତହୁଁ ଆଖୀଶ୍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, ଏ କʼଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋʼ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ। Viz kapitolaଓଡିଆ ବାଇବେଲ3 ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି ? ତହୁଁ ଆଖୀଶ୍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, ଏ କ’ଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋ’ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ। Viz kapitolaପବିତ୍ର ବାଇବଲ3 ପଲେଷ୍ଟୀୟ ଅଧିପତିମାନେ କହିଲେ, “ଏବ୍ରୀୟମାନେ ଏଠାରେ କ’ଣ କରୁଛନ୍ତି?” ଅଖୀଶ୍ ପଲେଷ୍ଟୀୟ ଶାସକମାନଙ୍କୁ କହିଲେ, “ଏ ହେଉଛନ୍ତି ଦାଉଦ। ଦାଉଦ ହେଉଛନ୍ତି ଜଣେ ଇସ୍ରାଏଲର ରାଜା ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ। ଦାଉଦ ମୋ’ ସହିତ ବହୁତ ଦିନ ହେଲା ରହିଲେଣି। ସେ ଶାଉଲଙ୍କୁ ଛାଡ଼ି ମୋ’ ପାଖରେ ରହିବା ଦିନଠାରୁ ମୁଁ ତାଙ୍କଠାରେ କୌଣସି ଦୋଷ ପାଇ ନାହିଁ।” Viz kapitola |