1 ଶାମୁୟେଲ 29:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଇଟା କି ସେହି ଦାଉଦ ନୁହେଁ, ଯାହାର ବିଷୟ ଲୋକମାନେ ନୃତ୍ୟ କରୁ କରୁ ପରସ୍ପର ଗାନ କରି କହିଥିଲେ; ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’” Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏଇଟା କି ସେହି ଦାଉଦ ନୁହେଁ, ଯାହାର ବିଷୟ ଲୋକମାନେ ନୃତ୍ୟ କରୁ କରୁ ପରସ୍ପର ଗାନ କରି କହିଥିଲେ, ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ? Viz kapitolaଓଡିଆ ବାଇବେଲ5 ଏଇଟା କି ସେହି ଦାଉଦ ନୁହେଁ, ଯାହାର ବିଷୟ ଲୋକମାନେ ନୃତ୍ୟ କରୁ କରୁ ପରସ୍ପର ଗାନ କରି କହିଥିଲେ; ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ ? Viz kapitolaପବିତ୍ର ବାଇବଲ5 ଦାଉଦ ହେଉଛନ୍ତି ସେହି ଲୋକ ଯାହା ପାଇଁ ଇସ୍ରାଏଲୀୟ ଲୋକମାନେ ତାଙ୍କ ସମ୍ବନ୍ଧରେ ଗୀତଟିଏ ବୋଲନ୍ତି, ତାହା ହେଲା, ‘ଶାଉଲ ହତ୍ୟା କଲେ ସହସ୍ର ସହସ୍ର, ଦାଉଦ ହତ୍ୟା କଲେ ଅୟୁତ ଅୟୁତ’” Viz kapitola |