Online Bible

- Reklamy -




1 ଶାମୁୟେଲ 29:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିରେ ଆଖୀଶ୍‍ ଦାଉଦଙ୍କୁ ଡାକି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେ ସରଳ ଲୋକ ଓ ମୋʼ ସହିତ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଗମନାଗମନ ମୋʼ ଦୃଷ୍ଟିରେ ଉତ୍ତମ; କାରଣ ତୁମ୍ଭେ ମୋʼ କତିକି ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ତୁମ୍ଭଠାରେ କୌଣସି ମନ୍ଦତା ପାଇ ନାହିଁ; ତଥାପି ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଏଥିରେ ଆଖୀଶ୍ ଦାଉଦଙ୍କୁ ଡାକି କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେ ସରଳ ଲୋକ ଓ ମୋʼ ସହିତ ସୈନ୍ୟସାମ; ମଧ୍ୟରେ ତୁମ୍ଭର ଗମନାଗମନ ମୋʼ ଦୃଷ୍ଟିରେ ଉତ୍ତମ; କାରଣ ତୁମ୍ଭେ ମୋʼ କତିକି ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ତୁମ୍ଭଠାରେ କୌଣସି ମନ୍ଦତା ପାଇ ନାହିଁ; ତଥାପି ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।

Viz kapitola kopírovat

ଓଡିଆ ବାଇବେଲ

6 ଏଥିରେ ଆଖୀଶ୍‍ ଦାଉଦଙ୍କୁ ଡାକି କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେ ସରଳ ଲୋକ ଓ ମୋ’ ସହିତ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଗମନାଗମନ ମୋ’ ଦୃଷ୍ଟିରେ ଉତ୍ତମ; କାରଣ ତୁମ୍ଭେ ମୋ’ କତିକି ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ତୁମ୍ଭଠାରେ କୌଣସି ମନ୍ଦତା ପାଇ ନାହିଁ; ତଥାପି ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।

Viz kapitola kopírovat

ପବିତ୍ର ବାଇବଲ

6 ତେଣୁ ଆଖୀଶ୍ ଦାଉଦଙ୍କୁ ଡାକି କହିଲେ, “ନିଶ୍ଚିତ ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ, ତୁମ୍ଭେ ମୋର ଅନୁଗତ ରହିବ। ତୁମ୍ଭେ ମୋର ସୈନ୍ୟବାହିନୀରେ ଯୋଗ ଦେଲେ ମୁଁ ବହୁତ ଖୁସୀ ହେବି। ମୋ’ ସହିତ ରହିବା ଦିନଠାରୁ ମୁଁ ତୁମ୍ଭର କୌଣସି ଦୋଷ ପାଇ ନାହିଁ। ତଥାପି ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।

Viz kapitola kopírovat




1 ଶାମୁୟେଲ 29:6

Následuj nás:

Reklamy


Reklamy