1 ଶାମୁୟେଲ 3:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଉତ୍ତାରେ ସଦାପ୍ରଭୁ “ଶାମୁୟେଲ” ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ସେ ଉତ୍ତର ଦେଲେ, “ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଉତ୍ତାରେ ସଦାପ୍ରଭୁ ଶାମୁୟେଲ ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ସେ ଉତ୍ତର ଦେଲେ, ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ। Viz kapitolaଓଡିଆ ବାଇବେଲ6 ଏଉତ୍ତାରେ ସଦାପ୍ରଭୁ ଶାମୁୟେଲ ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ସେ ଉତ୍ତର ଦେଲେ, ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ। Viz kapitolaପବିତ୍ର ବାଇବଲ6 ଏହା ପରେ ସଦାପ୍ରଭୁ “ଶାମୁୟେଲ” ବୋଲି ଆଉ ଥରେ ଡାକିଲେ, ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କିହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ?” ସେ ଉତ୍ତର ଦେଲେ, “ହେ ମୋର ପୁତ୍ର, ମୁଁ ତୁମ୍ଭକୁ ଡାକି ନାହିଁ, ଫେରିଯାଅ ଓ ଶୁଅ।” Viz kapitola |