1 ଶାମୁୟେଲ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ। Viz kapitolaଓଡିଆ ବାଇବେଲ8 ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ। Viz kapitolaପବିତ୍ର ବାଇବଲ8 ଏହା ପରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି ଆପଣ ମୋତେ ଡାକିଲେ ପରା,” ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି ଏହା ଏଲି ବୁଝିଲେ। Viz kapitola |