Online Bible

- Reklamy -

1 ଶାମୁୟେଲ 30:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ।

Viz kapitola kopírovat

ଓଡିଆ ବାଇବେଲ

ପବିତ୍ର ବାଇବଲ

17 ଦାଉଦ ସେମାନଙ୍କୁ ଆକ୍ରମଣ କଲେ ଓ ସେମାନଙ୍କୁ ବଧ କଲେ। ସେମାନେ ସୂର୍ଯ୍ୟୋଦୟରୁ ପରଦିନ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ସେମାନଙ୍କ ସହିତ ଯୁଦ୍ଧ କଲେ। ଯେଉଁ 400 ଲୋକ ଓଟ ଚଢ଼ିଲେ ଏବଂ ପଳାଇଲେ ସେହି ଅମାଲେକୀୟ ବ୍ୟତୀତ କେହି ରକ୍ଷା ପାଇଲେ ନାହିଁ।

Viz kapitola kopírovat

1 ଶାମୁୟେଲ 30:17

Následuj nás:

Reklamy

Reklamy