1 ଶାମୁୟେଲ 30:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ। Viz kapitolaଓଡିଆ ବାଇବେଲ24 ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ। Viz kapitolaପବିତ୍ର ବାଇବଲ24 ତୁମ୍ଭମାନଙ୍କର କଥା କିଏ ଶୁଣିବ? ସମସ୍ତେ ଯୁଦ୍ଧରୁ ଆଣିଥିବା ସାମଗ୍ରୀରେ ଯିଏ ଯୁଦ୍ଧକୁ ଯାଇଥିଲା ସେ ମଧ୍ୟ ଓ ଯିଏ ଭଣ୍ତାରର ଦାୟିତ୍ୱରେ ଥିଲା ସେ ମଧ୍ୟ ସମାନ ଭାଗ ପାଇବ।” Viz kapitola |