1 ଶାମୁୟେଲ 30:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ। Viz kapitolaଓଡିଆ ବାଇବେଲ4 ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ। Viz kapitolaପବିତ୍ର ବାଇବଲ4 ଦାଉଦ ଏବଂ ତାଙ୍କର ଅନ୍ୟ ଯେଉଁ ଲୋକମାନେ ତାଙ୍କର ସୈନିକ ଥିଲେ, ସମସ୍ତେ କ୍ରନ୍ଦନ କରିବାକୁ ଲାଗିଲେ। ସେମାନେ ଏତେ କାନ୍ଦିଲେ ଯେ, ଆଉ କାନ୍ଦିବାକୁ ଦୁର୍ବଳ ହୋଇ ପଡ଼ିଲେ। Viz kapitola |