1 ଶାମୁୟେଲ 30:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଉତ୍ତାରେ ଦାଉଦ ଅହୀମେଲକ୍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, “ମୋʼ କତିକି ଟିକିଏ ଏଫୋଦ ଆଣିଲ।” ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଉତ୍ତାରେ ଦାଉଦ ଅହୀମେଲକ୍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, ମୋʼ କତିକି ୟଟିକିଏ ଏଫୋଦ ଆଣିଲ। ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା। Viz kapitolaଓଡିଆ ବାଇବେଲ7 ଏଉତ୍ତାରେ ଦାଉଦ ଅହୀମେଲକ୍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, ମୋ’ କତିକି ଟିକିଏ ଏଫୋଦ ଆଣିଲ। ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା। Viz kapitolaପବିତ୍ର ବାଇବଲ7 ଦାଉଦ ଅହୀମେଲକର ପୁତ୍ର ଅବିୟାଥର ଯାଜକକୁ କହିଲେ, ମୋ’ ପାଖକୁ “ଏଫୋଦ ଆଣ।” Viz kapitola |