1 ଶାମୁୟେଲ 31:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଅନନ୍ତର ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲବୋୟ ପର୍ବତରେ ପଡ଼ିଥିବାର ଦେଖିଲେ। Viz kapitolaଓଡିଆ ବାଇବେଲ8 ଏଥିଉତ୍ତାରେ ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ। Viz kapitolaପବିତ୍ର ବାଇବଲ8 ତା’ ପରଦିନ, ପଲେଷ୍ଟୀୟମାନେ ମୃତ ଲୋକମାନଙ୍କ ପାଖରେ ରହିଯାଇଥିବା ପଦାର୍ଥଗୁଡ଼ିକ ନେବାକୁ ଆସିଲେ। ସେମାନେ ଦେଖିବାକୁ ପାଇଲେ ଯେ ଗିଲ୍ବୋୟ ପର୍ବତ ଉପରେ ଶାଉଲ ଏବଂ ତା'ର ତିନି ପୁତ୍ର ନିହତ ହୋଇ ପଡ଼ି ରହିଛନ୍ତି। Viz kapitola |