1 ଶାମୁୟେଲ 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଅନନ୍ତର ଇସ୍ରାଏଲ ପଲେଷ୍ଟୀୟ- ମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ। Viz kapitolaଓଡିଆ ବାଇବେଲ1 ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ1 ଆଉ ଶାମୁୟେଲର କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଲି ବୃଦ୍ଧ ହେଲେ, ତାଙ୍କର ପୁତ୍ରମାନେ ପରମେଶ୍ୱରଙ୍କ ବିରୁଦ୍ଧରେ କୁକାର୍ଯ୍ୟ କରି ଗ୍ଭଲିଲେ। ଏହା ପରେ ଇସ୍ରାଏଲୀୟମାନେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। ସେମାନେ ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫ୍ରେକରେ ଛାଉଣି ସ୍ଥାପନ କଲେ। Viz kapitola |