1 ଶାମୁୟେଲ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକୁ ଆସିଅଛନ୍ତି।” ଆହୁରି ସେମାନେ କହିଲେ, “ହାୟ ହାୟ! ପୂର୍ବରେ ଏପରି କେବେ ହୋଇ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, ପରମେଶ୍ଵର ଛାଉଣିକି ଆସିଅଛନ୍ତି। ଆହୁରି ସେମାନେ କହିଲେ, ହାୟ ହାୟ ! ପୂର୍ବରେ ଏପରି କେବେ ହୋଇ ନାହିଁ। Viz kapitolaଓଡିଆ ବାଇବେଲ7 ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, ପରମେଶ୍ୱର ଛାଉଣିକୁ ଆସିଅଛନ୍ତି। ଆହୁରି ସେମାନେ କହିଲେ, ହାୟ ହାୟ ! ପୂର୍ବରେ ଏପରି କେବେ ହୋଇ ନାହିଁ। Viz kapitolaପବିତ୍ର ବାଇବଲ7 ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକି ଆସି ଅଛନ୍ତି, ଆହୁରି ମଧ୍ୟ ସେମାନେ କହିଲେ, ହାୟ! ଆମ୍ଭେମାନେ ଅସୁବିଧାରେ ଅଛୁ। ଏହା ପୂର୍ବରୁ ଏପରି କେବେ ହୋଇ ନାହିଁ। Viz kapitola |