Online Bible

- Reklamy -




1 ଶାମୁୟେଲ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହାୟ ହାୟ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବପ୍ରକାର ଆଘାତ ଦ୍ୱାରା ମିସରୀୟମାନଙ୍କୁ ଆଘାତ କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ହାୟ ହାୟ ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବପ୍ରକାର ଆଘାତ ଦ୍ଵାରା ମିସ୍ରୀୟମାନଙ୍କୁ ଆଘାତ କରିଥିଲେ।

Viz kapitola kopírovat

ଓଡିଆ ବାଇବେଲ

8 ହାୟ ହାୟ ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ ? ଏହି ଦେବଗଣ ପ୍ରାନ୍ତରରେ ସର୍ବ ପ୍ରକାର ଆଘାତ ଦ୍ୱାରା ମିସ୍ରୀୟମାନଙ୍କୁ ଆଘାତ କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ

8 ହାୟ! ଏହି ବଳବାନ୍ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ଭୟଙ୍କର ରୋଗ ଓ ମହାମାରୀ ଦ୍ୱାରା ମିସ୍ରୀୟମାନଙ୍କୁ ଆଘାତ କରିଥିଲେ।

Viz kapitola kopírovat




1 ଶାମୁୟେଲ 4:8

Následuj nás:

Reklamy


Reklamy