1 ଶାମୁୟେଲ 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ୱରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, “ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ଵରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ଵରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି। Viz kapitolaଓଡିଆ ବାଇବେଲ10 ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ୱରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି। Viz kapitolaପବିତ୍ର ବାଇବଲ10 ଏହା ପରେ ସେମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଇକ୍ରୋଣକୁ ପଠାଇଲେ। ଯେତେବେଳେ ଇସ୍ରାଏଲର ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଆସିଲା। ଇକ୍ରୋଣୀୟମାନେ ଚିତ୍କାର କରି କହିଲେ, “ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକଙ୍କୁ ବଧ କରିବା ପାଇଁ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଛ।” Viz kapitola |