1 ଶାମୁୟେଲ 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ୱ ସ୍ଥାନକୁ ପଠାଇବା? ଏହା ଆମ୍ଭମାନଙ୍କୁ ଜଣାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞ-ମାନଙ୍କୁ ଡକାଇ କହିଲେ, ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ଵସ୍ଥାନକୁ ପଠାଇବା? ଏହା ଆମ୍ଭମାନଙ୍କୁ ଜଣାଅ। Viz kapitolaଓଡିଆ ବାଇବେଲ2 ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ୱସ୍ଥାନକୁ ପଠାଇବା ? ଏହା ଆମ୍ଭମାନଙ୍କୁ ଜଣାଅ। Viz kapitolaପବିତ୍ର ବାଇବଲ2 ତା'ପରେ ସେମାନେ ସେମାନଙ୍କର ଯାଜକମାନଙ୍କୁ, ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ସହ ଆମ୍ଭେ କ’ଣ କରିବାକୁ ହେବ?” ଦୟାକରି ଆମ୍ଭମାନଙ୍କୁ ଜଣାଅ, କିପରି ଭାବରେ ଏହାକୁ ଫେରାଇବାକୁ ହେବ। Viz kapitola |