1 ଶାମୁୟେଲ 6:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ସେମାନେ କହିଲେ, “ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁରେ ସେମାନେ କହିଲେ, ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ପଠାଇ ଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ। Viz kapitolaଓଡିଆ ବାଇବେଲ3 ତହିଁରେ ସେମାନେ କହିଲେ, ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇ ଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ। Viz kapitolaପବିତ୍ର ବାଇବଲ3 ତହିଁରେ ସେମାନେ କହିଲେ, “ଯଦି ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଫେରାଇ ଦେବ, ତେବେ ତାହା ଖାଲି ପଠାଅ ନାହିଁ। କିନ୍ତୁ ତୁମ୍ଭର ପାପରୁ ଦୂରେଇ ଯିବା ପାଇଁ ଏହା ସହିତ ଉପହାର ଓ ନୈବେଦ୍ୟ ପଠାଅ। ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ପବିତ୍ର ହେବ, ଏବଂ ତୁମ୍ଭେମାନେ କଳ୍ପନା କରିବ, କାହିଁକି ପରମେଶ୍ୱର ତୁମ୍ଭମାନଙ୍କୁ ଦଣ୍ତ ଦେବା ବନ୍ଦ କଲେ ନାହିଁ।” Viz kapitola |