Online Bible

- Reklamy -




1 ଶାମୁୟେଲ 6:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ସଦାପ୍ରଭୁଙ୍କ ସିନ୍ଦୁକ ନେଇ ସେହି ଶଗଡ଼ ଉପରେ ରଖ ଓ ଯେଉଁ ସ୍ୱର୍ଣ୍ଣମୟ ପଦାର୍ଥ ଦୋଷାର୍ଥକ ଉପହାର ରୂପେ ତାହାଙ୍କ ନିକଟକୁ ଫେରି ପଠାଇବ, ତାହା ତହିଁ ପାର୍ଶ୍ୱରେ ଏକ ସିନ୍ଦୁକରେ ରଖ; ତହୁଁ ଯିବା ପାଇଁ ତାହା ପଠାଇଦିଅ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ନେଇ ସେହି ଶଗଡ଼ ଉପରେ ରଖ ଓ ଯେଉଁ ସ୍ଵର୍ଣ୍ଣମୟ ପଦାର୍ଥ ଦୋଷାର୍ଥକ ଉପହାର ରୂପେ ତାହାଙ୍କ ନିକଟକୁ ଫେରି ପଠାଇବ, ତାହା ତହିଁ ପାର୍ଶ୍ଵରେ ଏକ ସିନ୍ଦୁକରେ ରଖ; ତହୁଁ ଯିବା ପାଇଁ ତାହା ପଠାଇ ଦିଅ।

Viz kapitola kopírovat

ଓଡିଆ ବାଇବେଲ

8 ପୁଣି, ସଦାପ୍ରଭୁଙ୍କ ସିନ୍ଦୁକ ନେଇ ସେହି ଶଗଡ଼ ଉପରେ ରଖ ଓ ଯେଉଁ ସ୍ୱର୍ଣ୍ଣମୟ ପଦାର୍ଥ ଦୋଷାର୍ଥକ ଉପହାର ରୂପେ ତାହାଙ୍କ ନିକଟକୁ ଫେରି ପଠାଇବ, ତାହା ତହିଁ ପାର୍ଶ୍ୱରେ ଏକ ସିନ୍ଦୁକରେ ରଖ; ତହୁଁ ଯିବା ପାଇଁ ତାହା ପଠାଇ ଦିଅ।

Viz kapitola kopírovat

ପବିତ୍ର ବାଇବଲ

8 ସଦାପ୍ରଭୁଙ୍କ ସିନ୍ଦୁକକୁ ସେହି ଶଗଡ଼ ଉପରେ ରଖ ଓ ସୁବର୍ଣ୍ଣର ନ‌କ୍‌ସାକୁ ଥଳି ଭିତରେ ସିନ୍ଦୁକ ପାର୍ଶ୍ୱରେ ରଖ। ଏହିସବୁ ନ‌କ୍‌ସାଗୁଡ଼ିକ ତୁମ୍ଭକୁ କ୍ଷମା କରିବା ପାଇଁ ପରମେଶ୍ୱରଙ୍କୁ ଉପହାର। ତା'ପରେ ଶଗଡ଼କୁ ତା'ର ରାସ୍ତାରେ ପଠାଇ ଦିଅ।

Viz kapitola kopírovat




1 ଶାମୁୟେଲ 6:8

Následuj nás:

Reklamy


Reklamy