1 ଶାମୁୟେଲ 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବେଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟଣାକ୍ରମେ ଆମ୍ଭମାନଙ୍କୁ ଘଟିଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବୈଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟନାକ୍ରମେ ଆମ୍ଭମାନଙ୍କୁ ଘଟିଅଛି। Viz kapitolaଓଡିଆ ବାଇବେଲ9 ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବେଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟଣାକ୍ରମେ ଆମ୍ଭମାନଙ୍କୁ ଘଟିଅଛି। Viz kapitolaପବିତ୍ର ବାଇବଲ9 ଏହାକୁ ଲକ୍ଷ୍ୟ ରଖ। ଯଦି ଏହା ଆମ୍ଭର ସୀମା ଦେଇ ବୈଥ୍ଶେମଶକୁ ଯାଏ, ଆମ୍ଭେମାନେ ହୃଦ୍ବୋଧ କରିବୁ ଯେ, ପରମେଶ୍ୱର ଆମ୍ଭମାନଙ୍କ ଉପରକୁ ଏହି ବିପତ୍ତି ଆଣିଛନ୍ତି। ଯଦି ଏହା ସିଧା ବୈଥ୍ଶେମଶକୁ ଯାଏ, ଆମ୍ଭେମାନେ ଜାଣିବୁ ଯେ, ଇସ୍ରାଏଲର ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ। ଏହା ଦୈବାତ୍ ଘଟିଯାଇଛି।” Viz kapitola |