1 ଶାମୁୟେଲ 7:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, “ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ତହିଁରେ ଶାମୁୟେଲ ଖଣ୍ତେ ପଥର ନେଇ ମିସ୍ପୀ ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି। Viz kapitolaଓଡିଆ ବାଇବେଲ12 ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି। Viz kapitolaପବିତ୍ର ବାଇବଲ12 ଶାମୁୟେଲ ଏକ ପଥର ପ୍ରତିଷ୍ଠା କଲେ। ସେ ଏହା କରିବାର ଉଦ୍ଦେଶ୍ୟ ଲୋକମାନଙ୍କୁ ସାହାଯ୍ୟ କରିବା ଏବଂ ସଦାପ୍ରଭୁଙ୍କର ସାହାଯ୍ୟ ମନେ ରଖିବା, ସେ ଏହି ପଥରକୁ ମିସ୍ପୀ ଓ ଶେନ ମଧ୍ୟରେ ପ୍ରତିଷ୍ଠା କଲେ ଏହାର ନାମ “ସାହାଯ୍ୟକାରୀ ପଥର” ରଖିଲେ। ଶାମୁୟେଲ କହିଲେ, “ସଦାପ୍ରଭୁ ଆମ୍ଭକୁ ଏ ସ୍ଥାନରେ ସବୁ ପ୍ରକାର ସାହାଯ୍ୟ କରିଛନ୍ତି।” Viz kapitola |