1 ଶାମୁୟେଲ 7:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହି ପ୍ରକାରେ ପଲେଷ୍ଟୀୟମାନେ ବଶୀଭୂତ ହୋଇ ଇସ୍ରାଏଲର ଅଞ୍ଚଳ ମଧ୍ୟକୁ ଆଉ ଆସିଲେ ନାହିଁ; ପୁଣି, ଶାମୁୟେଲଙ୍କର ଯାବଜ୍ଜୀବନ ସଦାପ୍ରଭୁଙ୍କ ହସ୍ତ ପଲେଷ୍ଟୀୟମାନଙ୍କର ପ୍ରତିକୂଳ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏହି ପ୍ରକାରେ ପଲେଷ୍ଟୀୟମାନେ ବଶୀଭୂତ ହୋଇ ଇସ୍ରାଏଲର ଅଞ୍ଚଳ ମଧ୍ୟକୁ ଆଉ ଆସିଲେ ନାହିଁ; ପୁଣି ଶାମୁୟେଲଙ୍କର ଯାବଜ୍ଜୀବନ ସଦାପ୍ରଭୁଙ୍କ ହସ୍ତ ପଲେଷ୍ଟୀୟ-ମାନଙ୍କର ପ୍ରତିକୂଳ ହେଲା। Viz kapitolaଓଡିଆ ବାଇବେଲ13 ଏହି ପ୍ରକାରେ ପଲେଷ୍ଟୀୟମାନେ ବଶୀଭୂତ ହୋଇ ଇସ୍ରାଏଲର ଅଞ୍ଚଳ ମଧ୍ୟକୁ ଆଉ ଆସିଲେ ନାହିଁ; ପୁଣି, ଶାମୁୟେଲଙ୍କର ଯାବଜ୍ଜୀବନ ସଦାପ୍ରଭୁଙ୍କ ହସ୍ତ ପଲେଷ୍ଟୀୟମାନଙ୍କର ପ୍ରତିକୂଳ ହେଲା। Viz kapitolaପବିତ୍ର ବାଇବଲ13 ପଲେଷ୍ଟୀୟମାନେ ପରାସ୍ତ ହେଲେ। ସେମାନେ ପୁଣି ଇସ୍ରାଏଲରେ ପ୍ରବେଶ କଲେ ନାହିଁ। ସଦାପ୍ରଭୁ ଶାମୁୟେଲଙ୍କ ଅବଶିଷ୍ଟ ଜୀବନ କାଳରେ ପଲେଷ୍ଟୀୟଙ୍କ ବିରୁଦ୍ଧରେ ଗଲେ। Viz kapitola |