1 ଶାମୁୟେଲ 7:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସିନ୍ଦୁକ କିରୀୟଥ୍-ଯିୟାରୀମ୍ରେ ବାସ କରିବା ଦିନାବଧି ଦୀର୍ଘ କାଳ, ଅର୍ଥାତ୍, କୋଡ଼ିଏ ବର୍ଷ ଗତ ହେଲା; ଏଥିରେ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ପଶ୍ଚାତ୍ ବିଳାପ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସିନ୍ଦୁକ କିରୀୟଥ୍-ଯିୟାରୀମରେ ବାସ କରିବା ଦିନାବଧି ଦୀର୍ଘ କାଳ, ଅର୍ଥାତ୍, କୋଡ଼ିଏ ବର୍ଷ ଗତ ହେଲା; ଏଥିରେ ସମୁଦାୟ ଇସ୍ରାଏଲ-ବଂଶ ସଦାପ୍ରଭୁଙ୍କ ପଶ୍ଚାତ୍ ବିଳାପ କଲେ। Viz kapitolaଓଡିଆ ବାଇବେଲ2 ସିନ୍ଦୁକ କିରୀୟଥ୍-ଯିୟାରୀମ୍ରେ ବାସ କରିବା ଦିନାବଧି ଦୀର୍ଘ କାଳ, ଅର୍ଥାତ୍, କୋଡ଼ିଏ ବର୍ଷ ଗତ ହେଲା; ଏଥିରେ ସମୁଦାୟ ଇସ୍ରାଏଲ-ବଂଶ ସଦାପ୍ରଭୁଙ୍କ ପଶ୍ଚାତ୍ ବିଳାପ କଲେ। Viz kapitolaପବିତ୍ର ବାଇବଲ2 ସଦାପ୍ରଭୁଙ୍କ ସିନ୍ଦୁକ କିରିୟଥ୍-ଯିୟାରୀମରେ କୋଡ଼ିଏ ବର୍ଷ ରହିଲା। ଇସ୍ରାଏଲର ସମସ୍ତ ଲୋକମାନେ ପୁନର୍ବାର ସଦାପ୍ରଭୁଙ୍କୁ ଅନୁସରଣ କରିବା ଆରମ୍ଭ କଲେ। Viz kapitola |