1 ଶାମୁୟେଲ 8:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର।” ଏଉତ୍ତାରେ ଶାମୁୟେଲ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର। ଏଉତ୍ତାରେ ଶାମୁୟେଲ ଇସ୍ରାଏଲ-ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ। Viz kapitolaଓଡିଆ ବାଇବେଲ22 ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର। ଏଉତ୍ତାରେ ଶାମୁୟେଲ ଇସ୍ରାଏଲ-ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ। Viz kapitolaପବିତ୍ର ବାଇବଲ22 ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ସେମାନେ ଯାହା କହୁଛନ୍ତି ତୁମ୍ଭେ ଶୁଣ ଏବଂ ସେମାନଙ୍କୁ ଏକ ରାଜା ଦିଅ।” ଶାମୁୟେଲ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଜଣେ ରାଜା ପାଇବ। ତୁମ୍ଭେମାନେ ସମସ୍ତେ ଘରକୁ ଫେରିଯାଅ।” Viz kapitola |