1 ଶାମୁୟେଲ 8:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା। ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା। ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। Viz kapitolaଓଡିଆ ବାଇବେଲ6 ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା। ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। Viz kapitolaପବିତ୍ର ବାଇବଲ6 ତେଣୁ ବୟସ୍କ ଭଦ୍ରବ୍ୟକ୍ତିମାନେ ନେତୃତ୍ୱ ପାଇଁ ଜଣେ ରାଜା ଗ୍ଭହିଁଲେ। ଶାମୁୟେଲ ଏହାକୁ ଏକ ଭୁଲ୍ ଚିନ୍ତାଧାରା ବୋଲି ଭାବିଲେ। ସେଥିପାଇଁ ଶାମୁୟେଲ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ। Viz kapitola |