1 ଶାମୁୟେଲ 8:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହି ସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହିସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି। Viz kapitolaଓଡିଆ ବାଇବେଲ7 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହିସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି। Viz kapitolaପବିତ୍ର ବାଇବଲ7 ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଲୋକମାନଙ୍କ ମତ ଅନୁସାରେ କାର୍ଯ୍ୟ କର। ସେମାନେ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି। ସେମାନେ ମୋତେ ସେମାନଙ୍କର ରାଜା ରୂପେ ପ୍ରତ୍ୟାଖାନ କରିଛନ୍ତି। Viz kapitola |