1 ଶାମୁୟେଲ 9:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, “ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକୁ ଦେଖ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ। Viz kapitolaଓଡିଆ ବାଇବେଲ17 ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ। Viz kapitolaପବିତ୍ର ବାଇବଲ17 ଶାମୁୟେଲ ଶାଉଲକୁ ଦେଖିଲେ, ଏବଂ ସଦାପ୍ରଭୁ ତାଙ୍କୁ କହିଲେ, “ଏହି ସେହି ଲୋକ, ମୁଁ ଯାହା କଥା କହୁଥିଲି ସେ ମୋର ଲୋକମାନଙ୍କୁ ଶାସନ କରିବ।” Viz kapitola |