1 ଶାମୁୟେଲ 9:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, “ଦେଖ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି।” ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, ଦେଖ ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି। ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ। Viz kapitolaଓଡିଆ ବାଇବେଲ24 ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, ଦେଖ ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି। ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ। Viz kapitolaପବିତ୍ର ବାଇବଲ24 ରୋଷେଇଆ ଚଟୁଆ ମାଂସ ଆଣି ଶାଉଲଙ୍କ ସମ୍ମୁଖରେ ଟେବୁଲ୍ ଉପରେ ରଖିଲା। ଶାମୁୟେଲ କହିଲେ, “ତୁମ୍ଭେ ତୁମ୍ଭ ଟେବୁଲ୍ରେ ଥିବା ମାଂସ ଖାଅ। ଏହା ତୁମ୍ଭମାନଙ୍କ ପାଇଁ ସଂରକ୍ଷିତ ଥିଲା। ଏହି ବିଶେଷ ସମୟ ପାଇଁ ଯେତେବେଳେ ଏକତ୍ରିତ ହେବା ପାଇଁ ମୁଁ ଲୋକମାନଙ୍କୁ ଡାକିଲି।” ତା'ପରେ ଶାଉଲ ଶାମୁୟେଲଙ୍କ ସହ ତାଙ୍କର ଖାଦ୍ୟ ଖାଇଲେ। Viz kapitola |