1 ଶାମୁୟେଲ 9:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତହୁଁ ସେମାନେ ଉଚ୍ଚସ୍ଥଳୀରୁ ଓହ୍ଲାଇ ନଗରକୁ ଆସନ୍ତେ, ଶାମୁୟେଲ ଗୃହ-ଛାତ ଉପରେ ଶାଉଲଙ୍କ ସଙ୍ଗେ ଆଳାପ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତହୁଁ ସେମାନେ ଉଚ୍ଚସ୍ଥଳୀରୁ ଓହ୍ଲାଇ ନଗରକୁ ଆସନ୍ତେ, ଶାମୁୟେଲ ଗୃହଛାତ ଉପରେ ଶାଉଲଙ୍କ ସଙ୍ଗେ ଆଳାପ କଲେ। Viz kapitolaଓଡିଆ ବାଇବେଲ25 ତହୁଁ ସେମାନେ ଉଚ୍ଚସ୍ଥଳୀରୁ ଓହ୍ଲାଇ ନଗରକୁ ଆସନ୍ତେ, ଶାମୁୟେଲ ଗୃହଛାତ ଉପରେ ଶାଉଲଙ୍କ ସଙ୍ଗେ ଆଳାପ କଲେ। Viz kapitolaପବିତ୍ର ବାଇବଲ25 ସେମାନେ ଖାଦ୍ୟ ଖାଇ ସାରିବା ପରେ ସେ ଉପାସନା ସ୍ଥଳରୁ ସହରକୁ ଫେରିଲେ। ଶାମୁୟେଲ ଛାତ ଉପରେ ଶାଉଲଙ୍କ ପାଇଁ ବିଛଣା ତିଆରି କଲେ Viz kapitola |