1 ଶାମୁୟେଲ 9:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, “ଦେଖ, ଆମ୍ଭ ହାତରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ୱରଙ୍କ ଲୋକଙ୍କୁ ତାହା ଦେବା।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, ଦେଖ, ଆମ୍ଭ ହାତରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ଵରଙ୍କ ଲୋକଙ୍କୁ ତାହା ଦେବା। Viz kapitolaଓଡିଆ ବାଇବେଲ8 ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, ଦେଖ, ଆମ୍ଭ ହାତରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ୱରଙ୍କ ଲୋକଙ୍କୁ ତାହା ଦେବା। Viz kapitolaପବିତ୍ର ବାଇବଲ8 ପୁନ୍ନରାୟ ଗ୍ଭକର କହିଲା, “ଦେଖ, ମୋ’ ପାଖରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି। ଆସ ପଇସାକୁ ଆମ୍ଭେ ପରମେଶ୍ୱରଙ୍କର ଲୋକମାନଙ୍କୁ ଦେବା। ତା'ପରେ ତାଙ୍କ କଥା ଅନୁସାରେ ଆମ୍ଭେ ସେ ସ୍ଥାନକୁ ଯିବା।” Viz kapitola |