୧ ଥେସଲନୀକୀୟ 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେହି ଯିହୁଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡ଼ନା କଲେ; ସେମାନେ ଈଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ, Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେହି ଯିହୁଦୀମାନେ ପ୍ରଭୁ ଯୀଶୁଙ୍କୁ, ପୁଣି ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡ଼ନା କଲେ; ସେମାନେ ଈଶ୍ଵରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ, Viz kapitolaଓଡିଆ ବାଇବେଲ15 ସେହି ଯିହୂଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡନା କଲେ; ସେମାନେ ଈଶ୍ୱରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ, Viz kapitolaପବିତ୍ର ବାଇବଲ (CL) NT (BSI)15 ସେହି ଇହୁଦୀମାନେ ପ୍ରଭୁ ଯୀଶୁଙ୍କୁ ଓ ଭାବବାଦୀମାନଙ୍କୁ ବଧ କରିଥିଲେ ଓ ଆମ୍ଭମାନଙ୍କୁ ମଧ୍ୟ ନିର୍ଯ୍ୟାତିତ କରିଥିଲେ। ସେମାନଙ୍କ ପ୍ରତି ଈଶ୍ୱର କେଡ଼େ ଅସନ୍ତୁଷ୍ଟ! ସମଗ୍ର ମାନବ ଜାତିର ସେମାନେ ଶତ୍ରୁ। Viz kapitolaପବିତ୍ର ବାଇବଲ15 ସେ ଯିହୂଦୀମାନେ ପ୍ରଭୁ ଯୀଶୁଙ୍କୁ ମାରିଦେଲେ। ସେମାନେ ଭବିଷ୍ୟଦ୍ବକ୍ତାମାନଙ୍କୁ ମଧ୍ୟ ମାରିଦେଲେ। ସେହି ଯିହୂଦୀମାନେ ଆମ୍ଭକୁ ସେହି ଅଞ୍ଚଳ ଛାଡ଼ିବା ପାଇଁ ବାଧ୍ୟ କଲେ। ପରମେଶ୍ୱର ସେମାନଙ୍କଠାରେ ସନ୍ତୁଷ୍ଟ ନୁହନ୍ତି। ସେମାନେ ସମଗ୍ର ମାନବ ଜାତିର ବିରୋଧୀ। Viz kapitola |