୧ ଥେସଲନୀକୀୟ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତାମୂଳକ କିଅବା ଛଳଯୁକ୍ତ ନ ଥିଲା, Viz kapitolaପବିତ୍ର ବାଇବଲ (Re-edited) - (BSI)3 କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତା-ମୂଳକ ଅବା ଛଳଯୁକ୍ତ ନୁହେଁ, Viz kapitolaଓଡିଆ ବାଇବେଲ3 କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତାମୂଳକ କିଅବା ଛଳଯୁକ୍ତ ନ ଥିଲା, Viz kapitolaପବିତ୍ର ବାଇବଲ (CL) NT (BSI)3 କୌଣସି ଭ୍ରମପୂର୍ଣ୍ଣ ବା ଅସାଧୁ ଅଭିପ୍ରାୟ ନେଇ ଆମେ ତୁମ୍ଭମାନଙ୍କ ନିକଟରେ ଆମର ଆବେଦନ ଜଣାଇ ନ ଥିଲୁ, କିଅବା ତୁମ୍ଭମାନଙ୍କୁ ଠକିବା ପାଇଁ କୌଣସି ଛଳନା ପ୍ରୟୋଗ କରି ନ ଥିଲୁ। Viz kapitolaପବିତ୍ର ବାଇବଲ3 ଆମ୍ଭେ ଲୋକଙ୍କୁ ଶିକ୍ଷା ଦେଉ। କେହି ଆମ୍ଭକୁ ପ୍ରବଞ୍ଚିତ କରି ନାହିଁ। ଆମ୍ଭେ ମନ୍ଦ ନୋହୁଁ। ଆମ୍ଭେ ଲୋକମାନଙ୍କୁ ଛଳନା କରି ନାହୁଁ। କିନ୍ତୁ ଏଗୁଡ଼ିକ ଆମ୍ଭର ଶିକ୍ଷାଦାନ କରିବା ଉଦ୍ଦେଶ୍ୟ ନୁହେଁ। Viz kapitola |