୧ ଥେସଲନୀକୀୟ 4:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ। Viz kapitolaପବିତ୍ର ବାଇବଲ (Re-edited) - (BSI)14 କାରଣ ଯଦି ଆମ୍ଭେମାନେ ବିଶ୍ଵାସ କରୁ ଯେ, ଯୀଶୁ ମରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ଵର ଯେ ଯୀଶୁଙ୍କ ଦ୍ଵାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ଵାସ କରିବା ଉଚିତ। Viz kapitolaଓଡିଆ ବାଇବେଲ14 କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ୱର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ । Viz kapitolaପବିତ୍ର ବାଇବଲ (CL) NT (BSI)14 ଯେହେତୁ ଆମେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନରୁତ୍ଥିତ ହେଲେ, ତେଣୁ ଆମେ ଦୃଢ଼ ନିଶ୍ଚିତ ଯେ, ଯୀଶୁଙ୍କଠାରେ ବିଶ୍ୱାସ କରି ଯେଉଁମାନଙ୍କର ମୃତ୍ୟୁ ହୁଏ, ଯୀଶୁଙ୍କ ପୁନରାଗମନବେଳେ ଈଶ୍ୱର ସେମାନଙ୍କୁ ଯୀଶୁଙ୍କ ସଙ୍ଗରେ ନେଇଯିବେ। Viz kapitolaପବିତ୍ର ବାଇବଲ14 ଆମ୍ଭେ ବିଶ୍ୱାସ କରୁ ଯେ, ଯୀଶୁ ମଲେ। କିନ୍ତୁ ଆମ୍ଭେ ବିଶ୍ୱାସ କରୁ ଯେ, ଯୀଶୁ ପୁନରୁତ୍ଥିତ ହେଲେ। ଅତଏବ, ଯୀଶୁଙ୍କ ହେତୁ ଯୀଶୁଙ୍କ ସହିତ ମୃତ ବ୍ୟକ୍ତିମାନଙ୍କୁ ପରମେଶ୍ୱର ଏକାଠି ଆଣିବେ। Viz kapitola |