୧ ତୀମଥି 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପାଉଲ, ଆମ୍ଭମାନଙ୍କ ଈଶ୍ବରଙ୍କ ଆଜ୍ଞାନୁସାରେ ଓ ତ୍ରାଣକର୍ତ୍ତା ଏବଂ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଅନୁସାରେ ଜଣେ ପ୍ରେରିତ, Viz kapitolaପବିତ୍ର ବାଇବଲ (Re-edited) - (BSI)1 ପାଉଲ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵର ଓ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଆଜ୍ଞା ଅନୁସାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, Viz kapitolaଓଡିଆ ବାଇବେଲ1 ପାଉଲ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱର ଓ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଆଜ୍ଞା ଅନୁସାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, Viz kapitolaପବିତ୍ର ବାଇବଲ (CL) NT (BSI)1 ମୁକ୍ତିଦାତା ସ୍ୱୟଂ ଈଶ୍ୱର ଓ ଆମ୍ଭମାନଙ୍କ ଭରସାର ଭିତ୍ତି ଖ୍ରୀଷ୍ଟ ଯୀଶୁଙ୍କ ଆଜ୍ଞା ଅନୁଯାୟୀ ନିଯୁକ୍ତ ପ୍ରେରିତ ପାଉଲ Viz kapitolaପବିତ୍ର ବାଇବଲ1 ଖ୍ରୀଷ୍ଟ ଯୀଶୁଙ୍କ ପ୍ରେରିତ, ପାଉଲଙ୍କଠାରୁ ନମସ୍କାର। ଆମ୍ଭର ଉଦ୍ଧାରକର୍ତ୍ତା ପରମେଶ୍ୱରଙ୍କ ଆଦେଶ ଦ୍ୱାରା ପ୍ରେରିତ ଏବଂ ଆମ୍ଭମାନଙ୍କର ଭରସା ଖ୍ରୀଷ୍ଟ ଯୀଶୁ। Viz kapitola |