୧ ତୀମଥି 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରିପାର; Viz kapitolaପବିତ୍ର ବାଇବଲ (Re-edited) - (BSI)18 ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଉକ୍ତ ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର; Viz kapitolaଓଡିଆ ବାଇବେଲ18 ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର; Viz kapitolaପବିତ୍ର ବାଇବଲ (CL) NT (BSI)18 ବତ୍ସ ତୀମଥି, ତୁମ ବିଷୟରେ ପୂର୍ବରୁ ପ୍ରକାଶ ପାଇଥିବା ଐଶ୍ୱରିକ ବାଣୀ ଅନୁଯାୟୀ ମୁଁ ତୁମକୁ ଏହି ଆଜ୍ଞା ଦେଉଛି। ସେହି ଐଶ୍ୱରିକ ବାଣୀକୁ ଆମୋଘ ଅସ୍ତ୍ର ରୂପେ ବ୍ୟବହାର କରି ତୁମେ ଜୀବନ ସଂଗ୍ରାମରେ କୃତିତ୍ୱ ଲାଭ କର। Viz kapitolaପବିତ୍ର ବାଇବଲ18 ତୀମଥି! ତୁମ୍ଭେ ମୋ’ ପୁତ୍ର ଭଳି। ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ଅତୀତରେ ତୁମ୍ଭ ବିଷୟରେ ଯାହାସବୁ ଭବିଷ୍ୟଦ୍ବାଣୀ କୁହା ଯାଇଥିଲା, ତା'ସହିତ ଏହି ଆଦେଶଟି ଏକମତ ଅଟେ। ମୁଁ ତୁମ୍ଭକୁ ଏଗୁଡ଼ିକ କହୁଛି, ଯେପରି ତୁମ୍ଭେ ସେହି ଭବିଷ୍ୟଦ୍ବାଣୀର ଅନୁସରଣ କରିବ ଓ ବିଶ୍ୱାସର ଉତ୍ତମ ଲଢ଼େଇ ଲଢ଼ି ପାରିବ। Viz kapitola |