୧ ତୀମଥି 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯେତେ ଲୋକ ଦାସତ୍ୱରୂପ ଜୁଆଳିର ଅଧୀନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ବରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯେତେ ଲୋକ ଦାସତ୍ଵରୂପ ଯୁଆଳିର ଅଧୀନ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମାଦରଯୋଗ୍ୟ ବୋଲି ଜ୍ଞାନ କରନ୍ତୁ, ଯେପରି ଈଶ୍ଵରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ,। Viz kapitolaଓଡିଆ ବାଇବେଲ1 ଯେତେ ଲୋକ ଦାସତ୍ୱରୂପ ଯୁଆଳିର ଅଧିନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ୱରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ । Viz kapitolaପବିତ୍ର ବାଇବଲ (CL) NT (BSI)1 ଖ୍ରୀଷ୍ଟବିଶ୍ୱାସୀ କ୍ରୀତଦାସମାନେ କର୍ତ୍ତାମାନଙ୍କୁ ଯଥାବିଧି ସମ୍ମାନ ଦିଅନ୍ତୁ। ତାହାହେଲେ, ଈଶ୍ୱରଙ୍କ ବିରୁଦ୍ଧରେ କିମ୍ବା ଆମ ଶିକ୍ଷା ସମ୍ପର୍କରେ କେହି କୌଣସି ଆକ୍ଷେପ କରିପାରିବେ ନାହିଁ। Viz kapitolaପବିତ୍ର ବାଇବଲ1 କ୍ରୀତଦାସମାନେ ନିଜ ମାଲିକକୁ ପୂର୍ଣ୍ଣ ସମ୍ମାନ ଦେବା ଉଚିତ୍। ସେମାନେ ସେହିପରି କଲେ ପରମେଶ୍ୱରଙ୍କ ନାମ ଏବଂ ଖ୍ରୀଷ୍ଟିୟାନ ଉପଦେଶଗୁଡ଼ିକ ସମାଲୋଚିତ ହେବ ନାହିଁ। Viz kapitola |