୧ ତୀମଥି 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ଧନଲୋଭ ସମସ୍ତ ଅନିଷ୍ଟର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ଵାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି ବହୁ ଦୁଃଖରେ ଆପଣା ଆପଣା ହୃଦୟ ବିଦୀର୍ଣ୍ଣ କରିଅଛନ୍ତି। Viz kapitolaଓଡିଆ ବାଇବେଲ10 କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)10 ଅର୍ଥ ଲୋଭ ସମସ୍ତ ଅନର୍ଥର ମୂଳ। ଯେଉଁମାନେ ସବୁବେଳେ କେବଳ ଅର୍ଥାଗମର ପନ୍ଥା ଖୋଜୁ ଥାଆନ୍ତି, ସେମାନେ ଧର୍ମବିଶ୍ୱାସକୁ ହରାଇ ବସନ୍ତି - ପରିଣାମରେ କେବଳ ବିଡ଼ମ୍ବନା ଓ ଦୁଃଖଭୋଗରେ ସେମାନଙ୍କ ହୃଦୟ ବିଦୀର୍ଣ୍ଣ ହୋଇଥାଏ। Viz kapitolaପବିତ୍ର ବାଇବଲ10 ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭରେ କେତେ ଲୋକ ସତ୍ୟ ବିଶ୍ୱାସକୁ ଛାଡ଼ି ଦେଇଛନ୍ତି। କିନ୍ତୁ ସେହିପରି କରିବା ଦ୍ୱାରା ସେମାନେ ନିଜ ଉପରକୁ ଅନେକ ଦୁଃଖ ଟାଣି ଆଣିଛନ୍ତି। Viz kapitola |